independenceday-2016

Press Information Bureau

Government of India

Prime Minister's Office

ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On :15, August 2017 06:34 IST

ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, “ସ୍ୱତନ୍ତ୍ରତା ଦିବସର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ବହୁତ ବହୁତ ଶୁଭେଚ୍ଛା । ଜୟହିନ୍ଦ । ମୋର ପ୍ରିୟ ଭାରତବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଓ ଅଭିନନ୍ଦନ” ।

******